www.samajalive.in
Sunday, December 7, 2025
26.1 C
Bhubaneswar

ଚଳନ୍ତା କାରରେ ଲାଗିଲା ନିଆଁ : ଅଳ୍ପକେ ବର୍ତିଲେ ଚାଳକ ଓ ଯାତ୍ରୀ

କୁଆଁପାଳ : କଟକ ଜିଲ୍ଲା ମାହାଙ୍ଗା ମଧୁପୁର ଅଞ୍ଚଳରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି। ଆଜି ଏକ କାର ଜୟପୁରରୁ ପୁରସ୍ତମପୁର ଯିବା ବାଟରେ ହଠାତ ରାସ୍ତା ମଝିରେ ଗାଡ଼ିରେ ନିଆଁ ଲାଗିଯାଇଥିଲା। ସୌଭାଗ୍ୟ ବଶତଃ ଗାଡ଼ିରେ ଥିବା ଚାଳକ ସହ ଅନ୍ୟ ଦୁଇ ଯାତ୍ରୀ ଗାଡ଼ିରୁ ଓହ୍ଲାଇ ପଡ଼ିଥିଲେ। ଗାଡିଟି ହୁ- ହୁ ହୋଇ ଜଳୁଥିବା ବେଳେ ଖବର ପାଇ  କୁଅଁପାଳ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।,ଏଥିରେ , କାହାର କିଛି କ୍ଷତି ନହେଇଥିବା ସୂଚନା ମିଳିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଏହି ଅଘଟଣ ଘଟିଥିବା କୁହାଯାଉଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories