www.samajalive.in
Tuesday, December 9, 2025
15.1 C
Bhubaneswar

ଛତୁ ସାଲାଡ଼

ଆବଶ୍ୟକ ସାମଗ୍ରୀ
ଛତୁ – ୨୦୦ ଗ୍ରାମ
ଲାଲ ସିମଲା ଲଙ୍କା – ୨୦୦ ଗ୍ରାମ
ମହୁ – ୧ ଚାମଚ
ତେଲ – ଆବଶ୍ୟକ ପରିମାଣରେ
ରସୁଣ – ଅଳ୍ପ
ଗୋଲମରିଚ ଗୁଣ୍ଡ – ଅଳ୍ପ
ଚାର୍ଟ ମସଲା – ଅଳ୍ପ
ଧନିଆ ପତ୍ର – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଛତୁ, ଧନିଆ ପତ୍ର, ରସୁଣକୁ କାଟି ଦିଅନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପ୍ରଥମେ ଛତୁକୁ ପକାଇ ଭାଜନ୍ତୁ। ଛତୁରୁ ପାଣି ବାହାରି ଏହା ଶୁଖିବାକୁ ଲାଗିଲେ ଏଥିରେ ସିମଲା ଲଙ୍କା ପକାଇ ଭଲ ଭାବେ ଭାଜନ୍ତୁ। ଏବେ ଏଥିରେ, ଗୋଲମରିଚ ଗୁଣ୍ଡ, ଲୁଣ, ପକାଇ ୨ ମିନିଟ ଗ୍ୟାସରେ ବସାନ୍ତୁ। ୨ ମିନିଟ ପରେ ଏହାକୁ ଏକ ପାତ୍ରକୁ କାଢି ଚାର୍ଟ ମସଲା ଓ ମହୁ ପକାଇ ଗୋଳାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଛତୁ ସାଲାଡ଼।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories