www.samajalive.in
Friday, December 12, 2025
14.1 C
Bhubaneswar

ଆଜି ସୁସ୍ଥ ହେଲେ ୭୧ଜଣ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୩୩୫୧କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୭୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୩୩୩୫୧କୁ ବୃଦ୍ଧି ପାଇଛି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

- Advertisement -

ଆଜି ସୁନ୍ଦରଗଡ଼ ୧୧, ମୟୁରଭଞ୍ଜ ୯, ବାଲେଶ୍ବର ୬, ବରଗଡ଼ ୬, କଟକ ୬, ଅନୁଗୁଳ ୫, ଖୋର୍ଦ୍ଧା ୫, ସମ୍ବଲପୁର ୪, ଗଜପତି ୩, ରାରୟଗଡ଼ା ୩, ଗଞ୍ଜାମ ୨, ଝାରସୁଗୁଡ଼ା ୨, କଳାହାଣ୍ଡି ୨, ନୂଆପଡ଼ା ୨ ସମେତ ବଲାଙ୍ଗିର, ଦେବଗଡ଼, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋ​‌େ​‌ଗ ସୂଚନା ଦିଆଯାଇଛି।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories