www.samajalive.in
Saturday, December 6, 2025
16.1 C
Bhubaneswar

ସରସ୍ବତୀ ପୂଜା

ମାଘ ଶୁକ୍ଳ ପଞ୍ଚମୀ ତିଥିରେ ମା’ ସରସ୍ବତୀଙ୍କ ଆବାହନ ତଥା ପୂଜା ବନ୍ଦନା କରାଯାଇଥାଏ। ବସନ୍ତର ଅୟମାରମ୍ଭରେ ଧରଣୀ ମା’ ସକଳ ସୌନ୍ଦର୍ଯ୍ୟକୁ ଅଙ୍ଗୀଭୂତ କରି ସକଳ ପରିପୂର୍ଣ୍ଣତାରେ ଅଭିସିକ୍ତ ହୋଇ ମଙ୍ଗଳମୟୀ ଆଦ୍ୟାଶକ୍ତିର ପଦପ୍ରାନ୍ତରେ ପୂଜାର୍ଚ୍ଚନା ବାଢ଼େ ଏହି ପୁଣ୍ୟ ଦିବସରେ। ଓଡ଼ିଶାରେ ଘରେଘରେ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ, ସଂଘ, କ୍ଲବ୍‌ରେ ମୂର୍ତ୍ତି ପୂଜା ହୁଏ, ପୁଷ୍ପମାଲ୍ୟରେ ସୁଶୋଭିତ ସରସ୍ବତୀ ମୂର୍ତ୍ତି ଘଣ୍ଟ, ଘଣ୍ଟା, ଶଙ୍ଖ ଆଦି ବାଦ୍ୟବାଦନ ମଧ୍ୟରେ ପୂଜିତ ହୁଅନ୍ତି। ଭୋଗ ଆକାରରେ ଖଇ, ଉଖୁଡ଼ା, ନଡ଼ିଆ ଫଳ ଆଦି ବଢ଼ାଯାଇଥାଏ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories