www.samajalive.in
Sunday, December 7, 2025
26.1 C
Bhubaneswar

କ୍ରିମ ଲସୀ

ଆବଶ୍ୟକ ସାମଗ୍ରୀ
ଦହି – ୨କପ
ଚିନି – ୧ କପରୁ ସାମାନ୍ୟ କମ
ଗୁଜୁରାତି ଗୁଣ୍ଡ – ୧ ଚାମଚରୁ କମ
କ୍ରିମ – ୩ ଚାମଚ
ବରଫ ଖଣ୍ଡ – ୩ଟି
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଦହି, ଚିନି, କ୍ରିମକୁ ଭଲ ଭାବେ ପେଷି ଦିଅନ୍ତୁ। ଏବେ ପୁଣି ବରଫ ଖଣ୍ଡ, ଗୁଜୁରାତି ଗୁଣ୍ଡ ପକାଇ ଭଲ ଭାବେ ପେଷି ଦିଅନ୍ତୁ। ଏବେ ଏହାକୁ ଏକ କାଚ ଗ୍ଲାସକୁ କାଢି ଏହା ଉପରେ କିଛି କାଜୁ, କ୍ରିମ, ଚେରି ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା କ୍ରିମ ଲସୀ। ଏହାକୁ ପିଅନ୍ତୁ ଓ ମଜା ନିଅନ୍ତୁ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories