www.samajalive.in
Tuesday, December 9, 2025
23.1 C
Bhubaneswar

କଣ୍ଟେନରକୁ ଧକ୍କା ଦେଲା ଆମ୍ବୁଲାନ୍ସ ; ୨ ମୃତ, ୨ ଗୁରୁତର

କଟକ :  ଆଜି ସକାଳେ କଟକ ଜିଲା ଟାଙ୍ଗୀବନ୍ଦାଳୋ ଟୋଲ ଗେଟ ନିକଟରେ ସଡକ ଦୁର୍ଘଟଣାରେ ଚାଲିଗଲା ୨ ଜୀବନ।  ଟାଙ୍ଗୀବନ୍ଦାଳୋ ଟୋଲ ଗେଟ ନିକଟରେ ଆମ୍ବୁଲାନ୍ସରେ ରୋଗୀ ନେଇ ଆସୁଥିବା ସମୟରେ ରାସ୍ତାରେ ଠିଆ ହୋଇଥିବା କଣ୍ଟେନରକୁ ପଛପଟୁ ଆମ୍ବୁଲାନ୍ସ ଧକ୍କା ଦେବା ଫଳରେ  ୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ ଅନ୍ୟ ୨ ମହିଳା ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ସେମାନେ ପଶ୍ଚିମବଙ୍ଗରୁ ରୋଗୀ ନେଇ ଆସୁଥିବା ବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି।

Hot this week

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

Related Articles

Popular Categories