www.samajalive.in
Friday, December 12, 2025
19.1 C
Bhubaneswar

ମଙ୍ଗଳବାର ରାଶିଫଳ (୨୩/୦୨/୨୦୨୧)

ମେଷ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେଇପାରେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ସମ୍ମାନିତ ହେବାର ସୂଚନା ମିଳୁଛି। ଦିଅଁ ଦର୍ଶନର ସୌଭାଗ୍ୟ ଅଛି। ସରକାରୀ ସ୍ତରରୁ ଲାଭ ଉଠାଇପାରନ୍ତି।
ବୃଷ: ଲୋଭଗ୍ରସ୍ତ ହୋଇପାରନ୍ତି। ଆକସ୍ମିକ ସମସ୍ୟା ଦେଖା ଦେଇପାରେ। ବିଭିନ୍ନ ସୂତ୍ରରୁ ଧନାଗମ ହେବାର ସୁଯୋଗ ଅଛି। ସାମୟିକ ଭାବେ ନିଅଁଣ୍ଟିଆ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଖ୍ୟାତ କୀର୍ତ୍ତିର ଅଧିକାରୀ ହୋଇପାରନ୍ତି।
ମିଥୁନ: ଆୟ ଅଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ବାସ୍ଥ୍ୟ ଅତୁଟ ରହିବ। ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।
କର୍କଟ: ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। ଧର୍ମୀୟ ଭାବନାରେ ଉଦ୍‌ବୁଦ୍ଧ ହେବେ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ। ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି।
ସିଂହ: ବିଭିନ୍ନ ସୂତ୍ରରୁ ଧନପ୍ରାପ୍ତିର ସୂଚନା ମିଳୁଛି। ଶୁଭ ସମାଚାର ଶୁଣି ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି।
କନ୍ୟା: ସୁସମ୍ବାଦ ମିଳିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ସରକାରୀ କୃପା ଲାଭ କରିପାରନ୍ତି। ଘାତଚନ୍ଦ୍ର ପାଇଁ ସତର୍କ ରହିବେ।
ତୁଳା: ବିଭିନ୍ନ ଦିଗରୁ ଧନପ୍ରାପ୍ତିର ସୁଯୋଗ ଅଛି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିପାରନ୍ତି। ପ୍ରବଚନରେ ଯୋଗ ଦେବେ।
ବିଛା: ଖର୍ଚ୍ଚାନ୍ତ ହୋଇପାରନ୍ତି। ଅସୁସ୍ଥତାରୁ ଧୀରେ ଧୀରେ ଆରୋଗ୍ୟ ହୋଇପାରନ୍ତି। ରାଜପୂଜ୍ୟ ହୋଇପାରନ୍ତି। ଯାନବାହନଯୁକ୍ତ ହେବେ। ସାହସୀ ହୋଇପାରନ୍ତି। କୁଶଳୀ ଓ ବାଞ୍ଛିତ କାର୍ଯ୍ୟ କରିବାରେ ପାରଙ୍ଗମ ହେବେ।
ଧନୁ: ସର୍ବ ସୁଖର ଅଧିକାରୀ ହୋଇପାରନ୍ତି। ଦୟାଳୁ ସ୍ବଭାବର ହେବେ। ସୁବର୍ଣ୍ଣାଦି ମୂଲ୍ୟବାନ୍‌ ଧାତୁ ଦ୍ରବ୍ୟ ଘରକୁ ଆଣି ପାରନ୍ତି। ଅବିବାହିତଙ୍କର ଉପଯୁକ୍ତ ପାତ୍ରପାତ୍ରୀଙ୍କ ସହିତ ବିବାହ ପ୍ରସ୍ତାବ ଧାର୍ଯ୍ୟ ହେବାର ସୁଯୋଗ ଅଛି।
ମକର: ଶୁଭେଚ୍ଛୁମାନଙ୍କ ସହାୟତା ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ପାଇ ଖୁସି ହୋଇପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି। ଶୁଭକାର୍ଯ୍ୟ କରଣୀୟ। ଋଣପରିଶୋଧ କରି ଆଶ୍ବସ୍ତ ହେବେ।
କୁମ୍ଭ: ଅଧ୍ୟୟନରତ ହୋଇପାରନ୍ତି। ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ସୁସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ସୁଖକର ଘଟଣା ଘଟିପାରେ।
ମୀନ: ପରିଶ୍ରମ ଯେତେ କଠିନ ହେଉ ନା କାହିଁକି ତା’ର ମୂଲ୍ୟ ମିଳିବ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଯାନବାହନ ସୁଖ ମିଳିପାରେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି। କୃଷି ଖେତରୁ ଲାଭ ମିଳିପାରେ।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories