www.samajalive.in
Friday, December 5, 2025
17.1 C
Bhubaneswar

କଟକ ବମ୍ଫକୁଦ ଫାର୍ମ ହାଉସ ନିକଟରେ ଅଗ୍ନିକାଣ୍ଡ ; ପେଟ୍ରୋଲ ପମ୍ପକୁ ନିଆଁ ବ୍ୟାପିବା ନେଇ ଆଶଙ୍କା

କଟକ : କଟକ ଜିଲା ସଦର ଥାନା ବମ୍ଫକୁଦ ଫାର୍ମ ହାଉସ ନିକଟରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ଫାର୍ମ ହାଉସ ପାଖରେ ଥିବା ବୁଦୁବୁଦିଆ ଜଙ୍ଗଲରେ ନିଆଁ ଲାଗିବା ସହ ନିକଟରେ ଥିବା ପେଟ୍ରୋଲ ପମ୍ପକୁ ନିଆଁ ବ୍ୟାପିବା ନେଇ ଆଶଙ୍କା ରହିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ରହିଛନ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories