www.samajalive.in
Sunday, December 14, 2025
19.1 C
Bhubaneswar

ଆବର୍ଜନାପୂର୍ଣ୍ଣ ଶ୍ମସାନ ପରିସର ସଫେଇ କଲା ଟିମ୍ ହ୍ୟୁମାନିଟ୍

ଫୁଲବାଣୀ : ବିଗତ ଦିନରେ ସମାସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟକରି ବେଶ୍ ପ୍ରଶଂସିତ ହୋଇଥିବା ବେଳେ ଆଜି ଟିମ୍ ହ୍ୟୁମାନିଟ୍ କନ୍ଧମାଳ ପକ୍ଷରୁ ଆରମ୍ଭ ହୋଇଥିଲା ଅନ୍ୟ ଏକ ନୂତନ ପଦକ୍ଷେପ। ସହରରେ ଥିବା ସମସ୍ତ ଆବର୍ଜନାପୂର୍ଣ୍ଣ ଶ୍ମାସନକୁ ପରିସରକୁ ସଫେଇ ପାଇଁ ପଦକ୍ଷେପ ନେବା ଆରମ୍ଭ ହୋଇଥିବା ବେଳେ ଆଜି ପ୍ରଥମଥର ପାଇଁ ନାରାୟଣୀ ମନ୍ଦିର ରାସ୍ତାରେ ଥିବା ଆବର୍ଜନାପୂର୍ଣ୍ଣ ଶ୍ମସାନ ପରିସର ସଫା କରାଯାଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories