www.samajalive.in
Friday, December 12, 2025
17.1 C
Bhubaneswar

ପଦ୍ମଭୂଷଣ ଡ.ରାଧାନାଥ ରଥଙ୍କ ଶ୍ରାଦ୍ଧୋତ୍ସବ

ଚୌଦ୍ୱାର : ମହାନ୍‍ ସଂଗ୍ରାମୀ, ପୂର୍ବତନ ମନ୍ତ୍ରୀ, ଲୋକ ସେବକ ମଣ୍ଡଳର ପୂର୍ବତନ ସଭାପତି ପଦ୍ମଭୂଷଣ ଡ.ରାଧାନାଥ ରଥଙ୍କ ଶ୍ରାଦ୍ଧୋତ୍ସବ ଚୌଦ୍ୱାର ପ୍ରେସ୍‍ କ୍ଲବରେ ପାଳିତ ହୋଇ ଯାଇଛି। ପ୍ରେସ୍‍କ୍ଲବ୍‍ ସଭାପତି ତଥା ହିନ୍ଦ୍‍ ସେବକ ସଂଘର ରାଷ୍ଟ୍ରୀୟ ଅଧ୍ୟକ୍ଷ ଦାମୋଦର ସାହୁଙ୍କ ପୌରୋହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ଶିକ୍ଷାବିତ୍‍ କୈଳାସ ଚନ୍ଦ୍ର ବରାଳ, ସାମ୍ବାଦିକ ଗଙ୍ଗାଧର ସାହୁ, କ୍ଲବ୍‍ ଉପଦେଷ୍ଟା ଏସ୍‍.କେ.ପଣ୍ଡା, ସାମ୍ବାଦିକ ଆଶୁତୋଷ ଦାସ, ପ୍ରକାଶ କୁମାର ନାୟକ, ସୁଧାକର ସାମନ୍ତରାୟ, ଲକ୍ଷ୍ମୀଧର ଦାସ, ତପନ କୁମାର ସାହୁ, ଡାଳିଯୋଡ଼ା ସାହିତ୍ୟ ସଂସଦ ସଭାପତି କେ.ସି.ପ୍ରତାପସିଂହ, ଶିକ୍ଷାବିତ୍‍ ଶିବ ପ୍ରସାଦ ପତି, ସମାଜିକ କର୍ମୀ ସହଦେବ ବରାଳ, ସୁରେଶ ଚନ୍ଦ୍ର ପୃଷ୍ଟି, ରଘୁନାଥ ସ୍ୱାଇଁ ପ୍ରମୁଖ ସ୍ୱର୍ଗତ ରଥଙ୍କ ଜୀବନୀ ବିଷୟରେ ଆଲୋଚନା କରି ଓଡ଼ିଶାର ସର୍ବାଙ୍ଗୀନ ବିକାଶରେ ସ୍ୱର୍ଗତ ରଥଙ୍କ ଅବଦାନ ଅତୁଳନୀୟ ବୋଲି ମତବ୍ୟକ୍ତ କରିଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories