www.samajalive.in
Monday, December 8, 2025
24.1 C
Bhubaneswar

ପବିତ୍ର ମାଘ ମାସ ପୂର୍ଣ୍ଣିମା : ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ

ପୁରୀ : ଆଜି ପବିତ୍ର ମାଘ ମାସ ପୂର୍ଣ୍ଣିମା। ଏହି ଅବସରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ସମ୍ପନ୍ନ ହେବ। ଆଜି ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ । ରତ୍ନସିଂହାସନରେ ଗଜଉଦ୍ଧାରଣ ବେଶରେ ବିଭୂଷିତ ହେବେ ମହାପ୍ରଭୁ। ଗରୁଡ ଉପରେ ବସି ଭକ୍ତଙ୍କୁ ଦର୍ଶନ ଦେବେ ବଡ ଠାକୁର। ମହାପ୍ରଭୁ ଶ୍ରୀଜଗନ୍ନାଥ,ବଳଭଦ୍ର ଚତୁଃ ହସ୍ତ ରୂପରେ ଦର୍ଶନ ଦେବେ। ଏହାସହ ସ୍ୱତନ୍ତ୍ର ଖିରୀ ସହ ବିଭିନ୍ନ ପ୍ରକାର ଭୋଗ ମହାପ୍ରଭୁଙ୍କ ନିକଟରେ ଲାଗି କରାଯିବ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories