www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ୧୫,୫୧୦ ନୂଆ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କିଛି ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୧୫,୫୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭ ସଂଖ୍ୟା ୧,୧୦,୯୬,୭୩୧କୁ ବୃଦ୍ଧି ପାଇଛି। ଚିିକିତ୍ସାଧୀନ ଅବସ୍ଥାରେ ୧୦୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୭,୧୫୭ରେ ପହଞ୍ଚିଛି। ଦିନକରେ ୧୧,୨୮୮ ସୁସ୍ଥ ହୋଇଥିବା ବେଳେ ୧,୦୭,୮୬,୪୫୭ ମୋଟ ସୁସ୍ଥ ହୋଇ ଘରକୁ ପେରିଛନ୍ତି। ୧,୬୮,୬୨୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Viagra may not be your only option for treating erectile dysfunction. cialis price in south africa Here are several alternative medications and natural remedies worth considering.

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories