www.samajalive.in
Sunday, December 7, 2025
26.1 C
Bhubaneswar

ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କରୋନା ଟିକା ନେଇଛନ୍ତି। ବିଧାନସଭା ପରିସର ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ କୋଭାକ୍ସିନ ଟିକା ନେଇଛନ୍ତି। ଟିକା ନେବା ପରେ ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବାକୁ ଆଗେଇ ଆସିବାକୁ ଅପିଲ କରିଛନ୍ତି। ଏହାସହ ବୈଜ୍ଞାନିକ, ସ୍ୱାସ୍ଥ୍ୟକର୍ମୀଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।

If you are still not able to upload your proof of purchase, please contact us for further assistance take a moment to look over the sample bill below. cialis price If you are pregnant, nursing, have a serious medical condition, or have a history of heart conditions we suggest consulting with a physician before using any supplement.

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories