www.samajalive.in
Sunday, December 7, 2025
26.1 C
Bhubaneswar

ଟିକା ନେଲେ ବ୍ରହ୍ମପୁର ସାଂସଦ

ବ୍ରହ୍ମପୁର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ବୁଧବାର କୋଭିଡ୍‌ ଟିକା ନେଇଛନ୍ତି। ଗୁଡ୍‌ସସେଡ୍‌ ରୋଡ ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଟିକା ଗ୍ରହଣ କରିଛନ୍ତି। ବିନା ଭୟ ଏବଂ ଦ୍ବନ୍ଦ୍ବରେ ସମସ୍ତେ ଟିକା ନେବା ଆବଶ୍ୟକ ବୋଲି ସେ ପ୍ରକାଶ କରିଛନ୍ତି।

ସୂଚନା ଯୋଗ୍ୟ ଯେ, ସୋମବାରଠାରୁ ବରିଷ୍ଠ ନାଗରିକ ଏବଂ ଜଟିଳ ରୋଗାଗ୍ରସ୍ତଙ୍କୁ କୋଭିଡ ଟିକା ପ୍ରଦାନ କରାଯାଉଛି। ବ୍ରହ୍ମପୁର ସହରର ୬ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ଦିଆଯାଉଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories