www.samajalive.in
Friday, December 12, 2025
26.1 C
Bhubaneswar

କରୋନା ଟିକା ନେଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌

ଭୁବନେଶ୍ବର: ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ କୋଭିଡ୍‌ ଟିକା ନେଇଛନ୍ତି। ରାଜଭବନ ହସ୍‌ପିଟାଲ୍‌ରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଟିକା ଗ୍ରହଣ କରିଛନ୍ତି। ଏକ କୋଭିଡ୍‌ ମୁକ୍ତ ଓଡ଼ିଶା ଗଠନ ନିମନ୍ତେ ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବା ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଆହ୍ବାନ ଦେଇଛନ୍ତି।


କେନ୍ଦ୍ର ସରକାରଙ୍କ ନିୟମାନୁସାରେ ୬୦ବର୍ଷରୁ ଅଧିକ ବୟସ୍କ ଏବଂ ୪୫ରୁ୬୦ବର୍ଷ ମଧ୍ୟରେ ବହୁବିଦ୍ଧରୋଗରେ ପୀଡ଼ିତ ବ୍ୟକ୍ତି ଡାକ୍ତରଙ୍କଠାରୁ ପ୍ରମାଣପତ୍ର ଆଣି ଟିକାଗ୍ରହଣ କରିପାରିବେ। ଉଭୟ ସରକାରୀ ଓ ଘରୋଇ ହସ୍‌ପିଟାଲ୍‌ରେ ଯୋଗ୍ୟ ବ୍ୟକ୍ତି ପ୍ରତ୍ୟେକ ଦିନ ଯେକୌଣସି ସମୟରେ ଟିକା ନେଇ ପାରିବେ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଦେଶ ଜାରି କରାଯାଇଛି।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories