www.samajalive.in
Monday, December 8, 2025
14.1 C
Bhubaneswar

ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ; ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର : ଆଜି ପ୍ରବାଦ ପୁରୁଷ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତ ପାଇଁ ତାଙ୍କର ଭବିଷ୍ୟତ ଦୃଷ୍ଟିକୋଣ ସମସ୍ତଙ୍କ ପାଇଁ ପ୍ରେରଣା। ଓଡିଶାର ଉନ୍ନତି ଲାଗି ତାଙ୍କର ଉଦ୍ୟମ ପାଇଁ ଦେଶ ଗର୍ବିତ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ଶ୍ରଦ୍ଧାଞ୍ଜଳି କହିଛନ୍ତି,ଲୋକଙ୍କ ସେବାରେ ବିଜୁ ବାବୁ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ। ଓଡ଼ିଶାକୁ ଅଗ୍ରଣୀ ରାଜ୍ୟ କରିବାକୁ ତାଙ୍କର ପ୍ରୟାସ ଚିରସ୍ମରଣୀୟ। ତାଙ୍କର ସ୍ୱାଭିମାନ, ନୀତି ଆଦର୍ଶକୁ ନେଇ ନୂଆ ଓଡ଼ିଶା ଗଠନ ଆମର ଲକ୍ଷ୍ୟ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories