ଆରଡ଼ି: ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ଆଖଣ୍ଡଳମଣି ପୀଠରେ ଚଳିତ ବର୍ଷ ବିନା ଭକ୍ତରେ ଜାଗରଯାତ୍ରା ଅନୁଷ୍ଠିତ ହେବ। ଜାଗରଯାତ୍ରା ପାଇଁ ପୀଠରେ ଜାରି ହେବ ୧୪୪ ଧାରା।
ଆସନ୍ତା ୧୧ ତାରିଖରେ ମହାଶିବରାତ୍ରୀ ପଡ଼ୁଥିବା ବେଳେ ୧୦ ତାରିଖ ସକାଳ ୭ଟାରୁ ୧୨ ତାରିଖ ସକାଳ ୭ଟା ଯାଏଁ ୧୪୪ ଧାରା ଜାରି ରହିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଏପରି ନିଷ୍ପତ୍ତି ନେଇଛି।
- Advertisement -



