www.samajalive.in
Monday, December 8, 2025
24.1 C
Bhubaneswar

ଲଦାଖରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଆଜି ଭୋର ୫ଟା୧୧ରେ ଲଦାଖରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ଏନସିଏସ ସୂଚନା ଅନୁଯାୟୀ ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୬ ରେକର୍ଡ଼ କରାଯାଇଛି।  ଏଯାବତ ଭୂକମ୍ପରେ କୌଣସି ମୃତାହତ କିମ୍ବା ଧନସମ୍ପତ୍ତି ନଷ୍ଟ ହୋଇଥିବା ନେଇ ସୂଚନା ମିଳିନାହିଁ।
ସେହିପରି ଗତ ମାସରେ ମଧ୍ୟ ଲଦାଖରେ ଭୂମ୍ପର ଝଟକା ଅନୁଭବ ହୋଇଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିଲା।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories