www.samajalive.in
Sunday, December 7, 2025
26.1 C
Bhubaneswar

ବିଧବା ମହିଳାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର: ସଦର ଥାନା ଅନ୍ତର୍ଗତ ଡେଙ୍ଗାପଦର ଗ୍ରାମ ନିକଟ ବିଲରୁ ସୋମବାର ଜଣେ ବିଧବା ମହିଳାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମହିଳାଜଣକ ସେହି ଗ୍ରାମର ସୁଷମା ବିଶୋଇ ବୋଲି ଜଣାପଡ଼ିଛି। କିଛି ବର୍ଷ ତଳେ ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସମ୍ପତ୍ତି ଲୋଭରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୁଲିସ ତଦନ୍ତ ଜାରି ରଖିଛି।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories