www.samajalive.in
Saturday, December 13, 2025
18.1 C
Bhubaneswar

“ନୀର” – ଜାତୀୟ ମହିଳା ଦିବସ ପାଳିତ

ଜି.ଉଦୟଗିରି : ନାବାର୍ଡ ଓଡିଶା, ଭୁବନେଶ୍ବର ସହାୟତାରେ ସ୍ବେଚ୍ଛାସେବୀ  ଅନୁଷ୍ଠାନ “ନୀର” ଆନୁକୁଲ୍ୟରେ ଜି.ଉଦୟଗିରି ପଞ୍ଚାୟତ ସମିତି ଅନ୍ତର୍ଗତ କଳିଙ୍ଗା ଗ୍ରାମ ପଞ୍ଚାୟତର ଦାରାବାଡି ଗ୍ରାମରେ ଜାତୀୟ ମହିଳା ଦିବସ ପାଳନ କରାଯାଇଥିଲା। ଏହି ଅବସରରେ ନାବାର୍ଡ, କନ୍ଧମାଳ ଏଜିଏମ୍(ଡିଡି) ସଞ୍ଜୀବ କୁମାର ମହାନ୍ତି ଯୋଗଦେଇ ପୂର୍ବରୁ ନାବାର୍ଡ ଦ୍ବାରା ଛତୁ ଚାଷ,ଖଲି ସିଲେଇ,ସ୍କୁଲ ଫ୍ରକ ସିଲେଇ,ଛେଳି ପାଳନ,ଖଲି ବ୍ୟବସାୟ  ଆଦି ତାଲିମ ନେଇଥିବା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ମାନଙ୍କ ମଧ୍ୟରୁ କେତେକଙ୍କୁ ପୁରଷ୍କୃତ କରିଥିଲେ। ଅନ୍ୟ ଗୋଷ୍ଠୀମାନଙ୍କୁ ଏକତା ହୋଇ ନିଜର ଜୀବନଜୀବିକା ଉପାର୍ଜନରେ ଆଗକୁ ବଢିବା ପାଇଁ ଉତ୍ସାହିତ କରିଥିଲେ। ଶେଷରେ “ନୀର” ଅନୁଷ୍ଠାନର କର୍ମକର୍ତ୍ତା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories