www.samajalive.in
Friday, December 12, 2025
14.1 C
Bhubaneswar

କୃଷି ବିଜ୍ଞାନ କେନ୍ଦ୍ରରେ ବିଶ୍ବ ମହିଳା ଦିବସ ଅନୁଷ୍ଠିତ

ମୋହନା : ନାରୀ ଆଉ  ଅବଳା କି ଦୁର୍ବଳା ହୋଇ ରହିନାହିଁ। ବର୍ତ୍ତମାନର ସମାଜ ହିଳାଙ୍କୁ ନିଜ ଅଧିକାର ସାବ୍ୟସ୍ତ କରିବାକୁ ସୁଯୋଗ ଦେଇଛି ମହିଳା ପୁରୁଷ ସଙ୍ଗେ କାନ୍ଧକୁ କାନ୍ଧ ମିଳାଇ ସମାନ ହୋଇ ଆଗକୁ ବଢୁଛି। ମହିଳାଙ୍କୁ ସମ୍ମାନ ଦେଇ ସ୍ବତନ୍ତ୍ର ଭାବେ ଆଜି ବିଶ୍ବରେ ପାଳିତ ହେଉଛିବିଶ୍ବ ମହିଳା ଦିବସ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ନାରୀ ସଶକ୍ତିକରଣ ଦିଗରେ ଦୃଷ୍ଟାନ୍ତମୂଳକ ଉଦାହରଣର ସୃଷ୍ଟି କରିଛି। ଯାହାକୁ ଆଧାର କରି ପ୍ରଶାସନ ପକ୍ଷରୁ ବିଶ୍ବ ମହିଳା ଦିବସ ଅତି ଗୁରୁତ୍ୱର ପାଳନ କରାଯାଉଛି। ଗଜପତିଜିଲ୍ଲା ଆର.ଉଦୟଗିରିରେ ଥିବା କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏସଂକ୍ରାନ୍ତରେ ଆୟୋଜିତ ସାଧାରଣ ସଭାରେ ଉପ ଉଦ୍ୟାନ କୃଷି ନିର୍ଦେଶକ କେ ସୁଦର୍ଶନ ରାଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବର୍ତ୍ତମାନର ସମାଜରେ ନାରୀର ସ୍ଥାନ ଉଚ୍ଚରେ ରହିଛି। ବିକାଶ ନିମନ୍ତେ ମହିଳାଙ୍କ ଅବଦାନ ଯଥେଷ୍ଟ ରହିଛି ବୋଲି ମତପୋଷଣ କରିଛନ୍ତି। ଏହି ଅବସରରେ ମହିଳା ମାନେ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ସେମାନେ ଯେପରି ବିଭିନ୍ନ ପ୍ରକାର କୃଷି କାର୍ଯ୍ୟ କରି ନିଜେ ସ୍ୱାବଲମ୍ବୀ ହୋଇପାରିବେ ସେଥିଲାଗି ସେମାନଙ୍କୁ ପ୍ରବର୍ତ୍ତାଇଥିଲେ

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories