www.samajalive.in
Wednesday, December 10, 2025
18.1 C
Bhubaneswar

୧୩ ଜିଲା ଓ ଷ୍ଟେଟ ପୁଲରୁ ୫୭ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ସୀମିତ ରହିଛି। ଦିନକରେ ଆଉ ୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୪,ସ୍ଥାନୀୟ ୨୩। ମୋଟ ପଜିଟିଭ ୩,୩୭,୮୬୦ରେ ପହଞ୍ଚିଛି। ୩,୩୫,୧୬୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୨୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୨ ଓ କଟକରୁ ୮ ଆକ୍ରାନ୍ତ। ସୁନ୍ଦରଗଡରୁ ୭, ମୟୁରଭଞ୍ଜ ୬, ଅନୁଗୁଳ ୫, ଯାଜପୁର , ସମ୍ବଲପୁର, ଝାରସୁଗୁଡାରୁ ୩ ଲେଖାଏଁ, ବରଗଡ, ଦେଓଗଡ, ପୁରୀ, ଷ୍ଟେଟ ପୁଲରୁ ୨ଲେଖାଏଁ, ବଲାଙ୍ଗୀର, ରାୟଗଡାରୁ ୧ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories