ବାଙ୍କୀ : କଟକ ଜିଲା ଅନ୍ତର୍ଗତ ବାଙ୍କୀ ଅଞ୍ଚଳରେ ଏକ ଘରୋଇ ନର୍ସିଂହୋମରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ହୋଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏନେଇ ବାଙ୍କୀ ଥାନାରେ ପରିବାରଲୋକେ ଏତଲା ଦେଇଛନ୍ତି। ଉକ୍ତ ଶିଶୁର ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବାଙ୍କୀ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Popular Categories



