ଭୁବନେଶ୍ୱର : ରାଜ୍ୟର କେତେକ ସ୍ଥାନରେ ଆସନ୍ତା ୨୪ ଘଣ୍ଟାରେ ବର୍ଷା ହେବାର ସମ୍ଭାବନା ରହିଛି। ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ, ପୁରୀ ଏବଂ ଗଞ୍ଜାମରେ ଜିଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୧୧ଟି ଜିଲା ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ଏବଂ ଢେଙ୍କାନାଳର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
Popular Categories



