www.samajalive.in
Tuesday, December 9, 2025
16.1 C
Bhubaneswar

ଜନ୍ମଦିନରେ ପ୍ରଶଂସକଙ୍କୁ ରୋହିତଙ୍କ ଖାସ୍‌ ଉପହାର‌

ମୁମ୍ବଇ: ଲୋକପ୍ରିୟ ବଲିଉଡ଼ ନିର୍ମାତା-ନିର୍ଦ୍ଦେଶକ ରୋହିତ ଶେଟ୍ଟୀ ରବିବାର (୧୪ ମାର୍ଚ୍ଚ) ନିଜ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ପ୍ରଶଂସକଙ୍କୁ ସେ ଏକ ଖାସ୍‌ ଉପହାର ଦେଇଛନ୍ତି। ତାଙ୍କର ବହୁ ଚର୍ଚ୍ଚିତ ଚଳଚ୍ଚିତ୍ର ‘ସୂର୍ଯ୍ୟବଂଶୀ’ର ନୂଆ ରିଲିଜ୍ ତାରିଖ ଘୋଷଣା କରିଛନ୍ତି ରୋହିତ୍‌। ସାମାଜିକ ଗଣମାଧ୍ୟମ ଜରିଆରେ ସେ ଏହି ଫିଲ୍ମର ରିଲିଜ୍‌ ତାରିଖ ସମ୍ବନ୍ଧୀୟ ସୂଚନା ଦେଇଛନ୍ତି।

- Advertisement -

ନିଜ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସେ ଫିଲ୍ମର ଏକ ଟିଜର ଶେୟାର କରିଛନ୍ତି। ଏହି ଟିଜର ସହିତ ସେ ଘୋଷଣା କରିଛନ୍ତି ଯେ ‘ସୂର୍ଯ୍ୟବଂଶୀ’ ଏପ୍ରିଲ ୩୦ ତାରିଖରେ ପରଦାକୁ ଆସିବ।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories