www.samajalive.in
Tuesday, December 9, 2025
17.1 C
Bhubaneswar

ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ଓଡ଼ିଶୀ ନୃତ୍ୟୁଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ତଥା ନୃତ୍ୟଶିଳ୍ପୀ, ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଶନିବାର ରାତି ପ୍ରାୟ ୧୧.୧୦ ସମୟରେ ପରଲୋକ ଘଟିଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡ଼ିତ ଥାଇ ଭୀମଟାଙ୍ଗିସ୍ଥିତ ବାସଭବନରେ ଅବସ୍ଥାନ କରୁଥିଲେ।

ମୃତ୍ୟୁଶଯ୍ୟା ନିକଟରେ ପୁତ୍ର ଗୁରୁ ରତିକାନ୍ତ ମହାପାତ୍ର, ବୋହୂ ଗୁରୁ ସୁଜାତା ମହାପାତ୍ର, ନାତୁଣୀ ପ୍ରୀତିଶା ମହାପାତ୍ର ଓ ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ। ଆଜି ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ସୂତ୍ରରୁ ପ୍ରକାଶ। ସ୍ବର୍ଗତା ମହାପାତ୍ରଙ୍କ ବିୟୋଗରେ ଓଡ଼ିଆ ସାଂସ୍କୃତିକ ଜଗତରେ ଗଭୀର ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories