www.samajalive.in
Tuesday, December 9, 2025
17.1 C
Bhubaneswar

ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ଶେଷକୃତ୍ୟ

ଭୁବନେଶ୍ୱର: ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ତଥା ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱର୍ଗତା ମହାପାତ୍ର ଏବଂ ତାଙ୍କ ପରିବାରର ଓଡ଼ିଶୀ ନୃତ୍ୟର ପ୍ରଚାର ପ୍ରସାରରେ ବଳିଷ୍ଠ ଅବଦାନକୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାସହିତ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ଘୋଷଣା କରିଛନ୍ତି। ଶୋକସନ୍ତପ୍ତ ପରିବାର ପ୍ରତି ମଧ୍ୟ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସ୍ୱର୍ଗତା ମହାପାତ୍ରଙ୍କର ଆଜି ପୁରୀ ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରାଯିବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories