www.samajalive.in
Wednesday, December 10, 2025
14.1 C
Bhubaneswar

ଚିନ୍ତା ବଢାଉଛି ଦୈନିକ ସଂକ୍ରମଣ ; ନୂଆ ପଜିଟିଭ ୪୬,୯୫୧

ନୂଆଦିଲ୍ଲୀ : ଦେଶରେ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ୨୪ ଘଣ୍ଟାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ହଜାରରୁ ବୃଦ୍ଧି ହୋଇଥିବା ସହ ୪୬,୯୫୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭ ସଂଖ୍ୟା ୧,୧୬,୪୬,୦୮୧କୁ ବୃଦ୍ଧି ପାଇଛି। ୨୧,୧୮୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୧,୫୧,୪୬୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦିନକରେ ୨୧୨ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୯,୯୬୭ ରେ ପହଞ୍ଚିଛି। ୩,୩୪,୬୪୬ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories