www.samajalive.in
Monday, December 8, 2025
24.1 C
Bhubaneswar

ମାଲକାନଗିରିରେ ନାଇଟ୍‌ କର୍ଫ୍ୟୁ, ଦୈନିକ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଜାରି

ଭୁବନେଶ୍ବର: ମାଲକାନଗିରିରେ ନାଇଟ୍‌ କର୍ଫ୍ୟୁ ଘୋଷଣା କରାଯାଇଛି। ମାର୍ଚ୍ଚ ୨୩ରୁ ୩୧ ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ବଳବତ୍ତର ରହିବ। ମାର୍ଚ୍ଚ ୩୧ ତାରି ୧୧.୫୯ ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। ଦୈନିକ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। ମାର୍ଚ୍ଚ ୨୩ରୁ ୩୧ ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ କରାଯିବ ବୋଲି ମାଲକାନଗିରି ଜିଲାପାଳ ଡ.ୟେଦୁଲା ବିଜୟ ଆଜି ଘୋଷଣା କରିଛନ୍ତି। ସର୍ବସାଧାରଣ ଜାଗାରେ ଦୋଳ ଓ ହୋଲି ପର୍ବ ପାଳନ ବାରଣ କରାଯାଇଛି।

 

- Advertisement -

କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନି ୫୦ଜଣରେ ଦୋଳ ମେଳଣ ଅନୁଷ୍ଠିତ ହେବ। ସର୍ବସାଧାରଣ ଜାଗାରେ ସର୍ବାଧିକ ୨ଶହ ଲୋକରେ ବଡ଼ଯାତ୍ରା ପାଳନ କରାଯିବ। କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନି ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ବ ପାଳନ ସହିତ ବଡ଼ଯାତ୍ରା ପାଳନ ହେବ ବୋଲି ମାଲକାନଗିରି ଜିଲାପାଳ ସୂଚନା ଦେଇଛନ୍ତି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories