www.samajalive.in
Monday, December 15, 2025
16.1 C
Bhubaneswar

ରାଜ୍ୟରେ ଆଉ ୧୧୩ କରୋନା ପଜିଟିଭ ଚିହ୍ନଟ ; ସୁନ୍ଦରଗଡରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ ଆଜି ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଛି। ୨୪ ଘଣ୍ଟାରେ ଆଉ ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୬୭, ସ୍ଥାନୀୟ ୪୬ । ମୋଟ ପଜିଟିଭ ସଂଖ୍ୟା ୩,୩୯,୦୭୬ରେ ପହଞ୍ଚିଛି। ୩,୩୬,୨୦୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୯୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୧ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୨୦, କଟକରୁ ୧୭, ଖୋର୍ଦ୍ଧାରୁ ୧୪ ଆକ୍ରାନ୍ତ ଚିହ୍ନଟ। ଅନୁଗୁଳରୁ ୫, ବାଲେଶ୍ୱର ୨, ବରଗଡ ୧, ବଲାଙ୍ଗୀର ୩, ବୌଦ୍ଧ ୧, ଢେଙ୍କାନାଳ ୧, ଗଜପତି ୧, ଜଗତସିଂହପୁର ୫, ଯାଜପୁର ୪, ଝାରସୁଗୁଡା ୪, କଳାହାଣ୍ଡି ୭, କେନ୍ଦ୍ରାପଡା ୩, କେନ୍ଦୁଝର ୨, କୋରାପୁଟ ୧, ମୟୁରଭଞ୍ଜ ୧୧, ନୂଆପଡା ୪, ରାୟଗଡା ୧, ସମ୍ବଲପୁର ୩, ଷ୍ଟେଟ ପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories