www.samajalive.in
Monday, December 8, 2025
17.1 C
Bhubaneswar

ଏନ. ଭି. ରମଣ ହୋଇପାରନ୍ତି ପରବର୍ତ୍ତୀ ସିଜେଆଇ

ନୂଆଦିଲ୍ଲୀ: ଜଷ୍ଟିସ ଏନ.ଭି. ରମଣ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି(ସିଜେଆଇ) ହୋଇପାରନ୍ତି। ଏଥିଲାଗି ବର୍ତ୍ତମାନର ସିଜେଆଇ ଜଷ୍ଟିସ ଏସ. ଏ. ବୋବଡେ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ସୁପାରିସ କରିଛନ୍ତି। ବରିଷ୍ଠତା ଭିତ୍ତିରେ ସିଜେଆଇ ବୋବଡେ ଜଷ୍ଟିସ ରମଣଙ୍କୁ ନିଯୁକ୍ତି ଦେବା ଲାଗି ଚିଠିରେ ସୁପାରିସ କରିଛନ୍ତି।

ସୂଚନା ଅନୁସାରେ, ଆସନ୍ତା ଏପ୍ରିଲ ୨୩ ତାରିଖରେ ଜଷ୍ଟିସ ବୋବଡେଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ଏହା ପୂର୍ବରୁ ସରକାର ନୂତନ ପ୍ରଧାନ ବିଚାରପତିଙ୍କୁ ନିଯୁକ୍ତ କରିବେ। ସୁପ୍ରିମକୋର୍ଟର ପରମ୍ପରା ଅନୁସାରେ ପ୍ରଧାନ ବିଚାରପତି ହିଁ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନୂତନ ସିଜେଆଇ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥାନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories