www.samajalive.in
Tuesday, December 9, 2025
23.1 C
Bhubaneswar

ଚିକେନ ମଲାଇ କବାବ

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ (ବୋନଲେସ ଚିକେନ)
କ୍ରିମ – ୧ କପରୁ ସାମାନ୍ୟ କମ
ତେଲ – ଆବଶ୍ୟକ ପରିମାଣରେ
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଅଦାରସୁଣ ବଟା – ୧ ଚାମଚ
ଗରମ ମସଲା – ୧ ଚାମଚ
ଜିରା ଗୁଣ୍ଡ – ଅଳ୍ପ
ଲେମ୍ବୁ ରସ – ୧ ଚାମଚ
ଲୁଣ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଛୁରୀରେ ସାମାନ୍ୟ କାଟି ଦିଅନ୍ତୁ। ଏବେ ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, କ୍ରିମ, ଲେମ୍ବୁ ରସ, ଗରମ ମସଲା, ଅଦାରସୁଣ ବଟା, ଜିରା ଗୁଣ୍ଡ, ତେଲ ପକାଇ ଭଲ ଭାବେ ଗୋଳାଇ ୨ ଘଣ୍ଟା ରଖି ଦିଅନ୍ତୁ। ଏବେ ଏହାକୁ ଓଭନରେ ୧୦ ମିନିଟ ରୋଷ୍ଟ କରିଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଚିକେନ ମଲାଇ କବାବ।

Hot this week

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

Related Articles

Popular Categories