www.samajalive.in
Sunday, December 14, 2025
23.1 C
Bhubaneswar

ସୁସ୍ଥ ହେଲେ ଆଉ ୭୨ କରୋନା ଅକ୍ରାନ୍ତ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୦୯କୁ ବୃଦ୍ଧି

ଭୁବନେଶ୍ବର : ଗୁରୁବାର ରାଜ୍ୟରୁ ଆଉ ୭୨ ଜଣ କରୋନା ଅକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୦୯କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ​  ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୫ ଜଣ, ମୟୂରଭଞ୍ଜରୁ ୧୧, ଖୋର୍ଦ୍ଧାରୁ ୮, ବଲାଙ୍ଗୀରରୁ ୭, ବାଲେଶ୍ବର ଓ କଟକରୁ ୫ ଜଣ ଲେଖାଁଏ, ଅନୁଗୋଳ ଓ ଯାଜପୁରରୁ ୪ ଜଣ ଲେଖାଁଏ, ପୁରୀରୁ ୩, ଦେବଗଡ, ରାୟଗଡା ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ଗଞ୍ଜାମ, ଜଗତସିଂହପୁର ଓ କେନ୍ଦୁଝର ଏବଂ ଷ୍ଟେଟ ପୁଲରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୦୯ ରେ ପହଞ୍ଚିଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories