www.samajalive.in
Sunday, December 14, 2025
26.1 C
Bhubaneswar

ମୁମ୍ବଇର ଏକ ହସ୍ପିଟାଲରେ ଅଗ୍ନିକାଣ୍ଡ, ୨ରୋଗୀଙ୍କ ମୃତ୍ୟୁ

ମୁମ୍ବଇ : ମୁମ୍ବଇର ଭାଣ୍ଡୁପ୍ ଅଞ୍ଚଳରେ ଏକ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ଜଣଙ୍କର ମୃତ୍ୟୁ ଘଟିଛି। ଅଗ୍ନିଶମ କର୍ମଚାରୀମାନେ ନିଆଁ ଲିଭା ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ମୁମ୍ବଇର ମେୟର କହିଛନ୍ତି ଯେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ପ୍ରଥମ ଥର ପାଇଁ ଏକ ସପିଂ ମଲରେ  ହସ୍ପିଟାଲ ଥିବା ଜଣାପଡିଛି, ଏହାର ତଦନ୍ତ ହେବ। ଡାକ୍ତରଖାନାରେ କରୋନା ସଂକ୍ରମିତଙ୍କ ସମେତ ୭୦ ରୋଗୀଙ୍କୁ ଅନ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଡିସିପି ପ୍ରଶାନ୍ତ କଦମ କହିଛନ୍ତି ଯେ ଏହି ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ମଲ୍‌ର ପ୍ରଥମ ମହଲାରେ ନିଆଁ ଲାଗିଯାଇଥିଲା।  ୭୬ ଜଣ କରୋନା ରୋଗୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି ଏବଂ ୨୩ଟି ଦମକଳ ଘଟଣାସ୍ଥଳରେ ରହି ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories