www.samajalive.in
Saturday, December 13, 2025
26.1 C
Bhubaneswar

ଚିନ୍ତା ବଢାଉଛି ସଂକ୍ରମଣ ; ୫୯ ହଜାର ଟପିଲା ଦୈନିକ ପଜିଟିଭ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ପୁଣି ଉପରମୁହାଁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପୁଣି ପ୍ରତିଦିନ ରେକର୍ଡ଼ ଭାଙ୍ଗୁଛି ଦୈନିକ ସଂକ୍ରମଣ।  ଦିନକରେ ୫୯ ହଜାର ୧୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧ କୋଟି ୧୮ ଲକ୍ଷ ୪୬ ହଜାର ୬୫୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨୫୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୬୦ ହଜାର ୯୪୯ରେ ପହଞ୍ଚିଛି। ୧,୧୨,୬୪,୬୩୭ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪,୨୧,୦୬୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories