www.samajalive.in
Sunday, December 7, 2025
14.1 C
Bhubaneswar

ପିପିଲିରୁ ଆଶ୍ରିତଙ୍କ ପ୍ରାର୍ଥିପତ୍ର ଦାଖଲ

ପିପିଲି: ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ। ସମର୍ଥକଙ୍କ ଗହଣରେ ଏକ ବିଶାଳ ରାଲିରେ ଯାଇ ପୁରୀ ଏଡିଏମଙ୍କ କାର୍ଯ୍ୟାଳୟରେ ସେ ନାମାଙ୍କନ ଭରିଛନ୍ତି।

- Advertisement -

ଏପ୍ରିଲ ୧୭ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ଅପରପକ୍ଷରେ ବିଜେଡି ଓ କଂଗ୍ରେସ ଏଯାବତ୍‌ ନିଜର ପ୍ରାର୍ଥୀ ଘୋଷଣା କରିନାହାନ୍ତି।

ସୂଚନାଯୋଗ୍ୟ, ୨୦୧୪ ସାଧାରଣ ନିର୍ବାଚନରେ ଆଶ୍ରିତ ପଟ୍ଟନାୟକ ପିପିଲିରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ପରେ ସେ ବିଜେପିରେ ସାମିଲ ହୋଇଥିଲେ।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories