୨୨ରୁ ବିପିୟୁଟିର ଅଫଲାଇନ୍ ପରୀକ୍ଷା ଆମ ଓଡ଼ିଶାନିଉଜ ଆଲର୍ଟବଡ଼ ଖବର By Samajalive Desk Last updated Mar 28, 2021 Share ଭୁବନେଶ୍ବର: ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ (ବିପିୟୁଟି) ଦ୍ବାରା ପରିଚାଳତି ଇଞ୍ଜିନିୟରିଂ ପାଠ୍ୟକ୍ରମର ପ୍ରଥମ ଓ ତୃତୀୟ ସେମିଷ୍ଟର ଅଫଲାଇନ୍ ପରୀକ୍ଷା ୨୨ ଏପ୍ରିଲରୁ ଆରମ୍ଭ ହେବ। ଏନେଇ ଶନିବାର ବିପିୟୁଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। Related Posts ଆଇପିଏଲ ନିଲାମିରେ ରେକର୍ଡ: ପନ୍ତଙ୍କ ମୂଲ୍ୟ ୨୭… Nov 24, 2024 ୫୦ ପ୍ରତିଶତ ପଦ ଶୂନ୍ୟ, ପ୍ରଶିକ୍ଷଣରୁ ବଞ୍ଚିତ… Nov 24, 2024 ବି.ଟେକ୍, ବି.ପ୍ଲାନ୍ ଏବଂ ବି.ଫାର୍ମା, ବି.ଆର୍କ, ଇଣ୍ଟିଗ୍ରେଟେଡ ଏମବିଏ, ଏମବିଏ (ପାର୍ଟ ଟାଇମ୍), ଏମସିଏ, ଏମ. ଆର୍କ ଏବଂ ଇଣ୍ଟିଗ୍ରେଟେଡ ଏମ.ଏସସି ପାଠ୍ୟକ୍ରମର ପ୍ରଥମ ଓ ତୃତୀୟ ସେମିଷ୍ଟର ପରୀକ୍ଷା ହେବ। ଏମ୍ବିଏ, ଏମ.ଆର୍କ, ଏମ. ଫାର୍ମା, ଏମ.ଟେକ୍ ଏବଂ ଏମ.ଏସସିର ପ୍ରଥମ ସେମିଷ୍ଟର ପରୀକ୍ଷା କୋଭିଡ କଟକଣା ଭିତରେ କରାଯିବ। ପରୀକ୍ଷା ସଂକ୍ରାନ୍ତ ସମସ୍ତ ବିବରଣୀ ବିପିୟୁଟି ୱେବସାଇଟ (www.bputexam.in)ରେ ଅପଲୋଡ କରାଯାଇଛି। Share FacebookTwitterWhatsApp
Comments are closed.