www.samajalive.in
Monday, December 15, 2025
15.1 C
Bhubaneswar

ରାଜ୍ୟରେ ଆଜି ୨୦୮ କରୋନା ପଜିଟିଭ୍ ଚିହ୍ନଟ, ୧ ମୃତ

ରାଜ୍ୟରେ କରୋନା ସଂକ୍ରମଣ ପୁଣି ଉପରମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ଟ୍ୱିଟ କରିଛି। ଫଳରେ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୦୧କୁ ବୃଦ୍ଧି ପାଇଛି। ଚିହ୍ନଟଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୨ ଓ ସ୍ଥାନୀୟ ଅଂଚଳରୁ ୮୬ ଜଣ ଅଛନ୍ତି।

ଚିହ୍ନଟଙ୍କ ମଧ୍ୟରୁ ନୂଆପଡ଼ାରୁ ଜିଲ୍ଲାରୁ ସର୍ବାଧିକ ୩୬ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୩୩, ବରଗଡ଼ ଓ କଳାହାଣ୍ଡିରୁ ୨୨ ଜଣ ଲେଖାଏଁ, କଟକରୁ ୧୫, ଝାରସୁଗୁଡ଼ାରୁ ୧୧, ମୟୁରଭଞ୍ଜ ଓ ପୁରୀରୁ ୯ ଜଣ ଲେଖାଏଁ, ବାଲେଶ୍ୱର ଓ ଯାଜପୁରରୁ ୮ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୭, ସମ୍ବଲପୁରରୁ ୫, ବଲାଙ୍ଗୀରରୁ ୪, ଅନୁଗୁଳ, ଗଞ୍ଜାମ ଓ କେନ୍ଦ୍ରାପଡାରୁ ୩ ଜଣ ଲେଖାଏଁ ଏବଂ ବୌଦ୍ଧ, ନବରଙ୍ଗପୁର ଓ ରାୟଗଡ଼ାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ଷ୍ଟେଟ ପୁଲ୍‌ରୁ ୭ ଜଣ ରହିଛନ୍ତି।

- Advertisement -

ଏବେ ସୁଦ୍ଧା ରାଜ୍ୟରେ ୧୭୩୭ ଜଣ ସକ୍ରିୟ ଚିକିତ୍ସାଧୀନ ଥିବା ବେଳେ ଆଜି ୧୨୦ ସୁସ୍ଥ ହେବା ପରେ ମୋଟ ୩ ଲକ୍ଷ ୩୬ ହଜାର ୬୯୧ଜଣ ସୁସ୍ଥ ହୋଇଛନ୍ତି। ତେବେ କଳାହାଣ୍ଡିରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହେବା ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୧୯୨୧କୁ ବୃଦ୍ଧି ପାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories