www.samajalive.in
Tuesday, December 9, 2025
26.1 C
Bhubaneswar

ଜେଲ୍‌ରୁ ୪୦, ଆଇଆଇଏମରୁ ୭୦ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ପ୍ରତିଦିନ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏହା ପଛକୁ ରହିଛି ଗୁଜରାଟ। ଅହମଦାବାଦସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ ମ୍ୟାନେଜମେଣ୍ଟ (ଆଇଆଇଏମ)ରେ ୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅନୁଷ୍ଠାନର କର୍ମଚାରୀ ଏବଂ ଛାତ୍ରଛାତ୍ରୀ ରହିଛନ୍ତି ବୋଲି ଅହମଦାବାଦ ନଗର ନିଗମର ଡେପୁଟି ସ୍ବାସ୍ଥ୍ୟ ଅଧିକାରୀ ଡା. ମେହୁଲ ଆଚାର୍ଯ୍ୟ ସୂଚନା ଦେଇଛନ୍ତି।

ସେହିପରି ପଟିୟାଲାର ନାଭା ଓପନ ଜେଲରେ ୪୦ ମହିଳା କଏଦୀଙ୍କ ସମେତ ମୋଟ ୪୭ ଜଣ ଏହି ମହାମାରୀ ଭୂତାଣୁରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହି ଆକ୍ରାନ୍ତମାନଙ୍କୁ କୋଭିଡ ପଜିଟିଭ ରହୁଥିବା ଜେଲକୁ ସ୍ଥାନାନ୍ତର କରିଦିଆଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories