www.samajalive.in
Tuesday, December 9, 2025
17.1 C
Bhubaneswar

ଭେଣ୍ଡି ଖାଇବାର ୧୦ଟି ଆଶ୍ଚର୍ଯ୍ୟଜନକ ଲାଭ

ଅଧିକାଂଶ ଲୋକଙ୍କୁ ଭେଣ୍ଡି ଖାଇବା ଖୁବ ପସନ୍ଦ। ଏହାର ବିଭିନ୍ନ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ କରି ଖିଆଯାଇଥାଏ। ଭେଣ୍ଡି ଖାଇବାର ସ୍ୱାସ୍ଥ୍ୟ ପାଇଁ ଅନେକ ଉପକାରୀ ଗୁଣ ରହିଛି। ଜାଣନ୍ତୁ ….
ଭେଣ୍ଡି ହୃଦୟ ପାଇଁ ଖୁବ ଉପକାରୀ।
ଭେଣ୍ଡି ଖାଇବା ଦ୍ୱାରା ରକ୍ତରେ ଶର୍କରାର ମାତ୍ରା ନିୟନ୍ତ୍ରିତ ହୋଇ ରହିଥାଏ।
ଏହା ଶରୀରକୁ କର୍କଟ ଭଳି ମାରାତ୍ମକ ରୋଗରୁ ରକ୍ଷା କରିଥାଏ।
ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ମଜଭୂତ କରିଥାଏ।
ଭେଣ୍ଡି ଖାଇବା ଦ୍ୱାରା ଶରୀରରେ ରକ୍ତର ଅଭାବ ହୋଇନଥାଏ।
ଓଜନ ହ୍ରାସ କରିବାରେ ଭେଣ୍ଡି ବେଶ ସହାୟକ ହୋଇଥାଏ।
ଗର୍ଭବତୀ ମହିଳାମାନେ ଭେଣ୍ଡି ଖାଇବା ଖୁବ ଉପକାରୀ।
ଭେଣ୍ଡି ଖାଇବା ଦ୍ୱାରା କୋଷ୍ଠକାଠିନ୍ୟ ସମସ୍ୟା ଦୂର ହୋଇଥାଏ।
ଭେଣ୍ଡି ସେବନ ଦ୍ୱାରା ଏହା କୋଲେଷ୍ଟେରୋଲ ସ୍ତରକୁ ନିୟନ୍ତ୍ରଣ କରି ରଖିଥାଏ।
ଦୃଷ୍ଟି ଶକ୍ତି ବୃଦ୍ଧି କରିବାରେ ମଧ୍ୟ ଭେଣ୍ଡି ବେଶ ସହାୟକ ହୋଇଥାଏ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories