www.samajalive.in
Sunday, December 14, 2025
23.1 C
Bhubaneswar

ଏପ୍ରିଲରେ ସୀତାରମଣ ଚୀନ ଯିବେ

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ ଏପ୍ରିଲ ଶେଷ ସପ୍ତାହରେ ଚୀନ ଗସ୍ତ କରିବେ ବୋଲି ଜଣାପଡିଛି। ଗତବର୍ଷ ଜୁନରେ ସିକିମ ସଂଲଗ୍ନ ଡୋକଲାମ୍‌ଠାରେ ଭାରତ ଓ ଚୀନ ସୈନ୍ୟଙ୍କ ମଧ୍ୟରେ ଉପୁଜିଥିବା ଉତ୍ତେଜନା ପ୍ରାୟ ତିନି ମାସ ଧରି ବଳବତ୍ତର ରହିଥିଲା। କୂଟନୈତିକସ୍ତରରେ ଏହି ସମସ୍ୟାର ସମାଧାନ ହୋଇଥିଲେ ସୁଦ୍ଧା ପରବର୍ତ୍ତୀ ସମୟରେ ସୀମାରେ ଚୀନ ପକ୍ଷରୁ ସାମରିକ ପ୍ରସ୍ତୁତିକୁ ନେଇ ପୁଣି ଉଭୟ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ସୀତାରମଣଙ୍କ ଚୀନ ଗସ୍ତକୁ ପ୍ରତିରକ୍ଷା ବିଶେଷଜ୍ଞମାନେ ବିଶେଷ ଗୁରୁତ୍ୱ ଦେଉଛନ୍ତି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories