www.samajalive.in
Tuesday, December 9, 2025
23.1 C
Bhubaneswar

କାୟା ବିସ୍ତାର କରୁଛି କରୋନା; ଦିନକରେ ୭୧୪ ମୃତ, ୮୯ ହଜାର ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀର ଦ୍ବିତୀୟ ଲହର କାୟା ବିସ୍ତାର କରୁଛି। ନୂଆ ଷ୍ଟ୍ରେନ ଯୋଗୁ ସଂକ୍ରମିତ ଏବଂ ମୃତ୍ୟୁ ସଂଖ୍ୟା ଦ୍ରୁତ ବେଗରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୭୧୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିବା ଉଦବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଦେଶରେ ୧ ଲକ୍ଷ ୬୪ ହଜାର ୧୧୦ରେ ପହଞ୍ଚିଛି।

ସେହିପରି ଗୋଟିଏ ଦିନରେ ୮୯ ହଜାର ୧୨୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୨୩ ଲକ୍ଷ ୯୨ ହଜାର ୨୬୦କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୧ କୋଟି ୧୫ ଲକ୍ଷ ୬୯ ହଜାର ୨୪୧ ଜଣ ସୁସ୍ଥ ହୋଇଥିବାବେଳେ ୬ ଲକ୍ଷ ୫୮ ହଜାର ୯୦୯ ସକ୍ରିୟ ରୋଗୀ ରହିଛନ୍ତି। ୭ କୋଟି ୩୦ ଲକ୍ଷ ୫୪ ହଜାର ୨୯୫ ଜଣଙ୍କୁ ଟିକା ଦିଆଯାଇଛି।

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories