www.samajalive.in
Wednesday, December 10, 2025
15.1 C
Bhubaneswar

ବଢ଼ୁଛି କରୋନା; ଆଜି ୫୮୮ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୫

ଭୁବନେଶ୍ଵର: ରାଜ୍ୟରେ କରୋନା ଭୂତାଣୁର ୨ୟ ତରଙ୍ଗ ବଢ଼ିବାରେ ଲାଗିଛି। ଗତକାଲି ୨୪ ଘଣ୍ଟାରେ ୫୭୩ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ସୁଦ୍ଧା ଆଉ ୫୮୮ ନୂଆ ଆକ୍ରାନ୍ତ ଠାବ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୮୫୬କୁ ବୃଦ୍ଧି ପାଇଛି।

ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩୪୨ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୨୪୬ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୮୪, କଳାହାଣ୍ଡିରୁ ୬୪, ଝାରସୁଗୁଡ଼ାରୁ ୩୧, କଟକ ୩୦, ନୂଆପଡ଼ା ୨୯, ସମ୍ବଲପୁର ୨୮, ଗଞ୍ଜାମ ୨୭, ପୁରୀରୁ ୨୪, ବରଗଡ଼ ୨୧, ଯାଜପୁର ୧୫, ବାଲେଶ୍ଵର ୧୩, ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲାରୁ ୧୧ ଜଣ ଲେଖାଏ ଆକ୍ରାନ୍ତ ଜିହ୍ନଟ ହୋଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories