www.samajalive.in
Tuesday, December 9, 2025
16.1 C
Bhubaneswar

ରସୁଣ ଚିକେନ ଫ୍ରାଏ

ଆବଶ୍ୟକ ସାମଗ୍ରୀ
ଚିକେନ – ୨କପ (ଛଣା ହୋଇଥିବା)
ସିଝା ମକା – ୧କପ
ବିନସ୍‍ – ୧କପ
ସିମଲା ଲଙ୍କା – ୧କପ
ପିଆଜ – ୧ଟି (କଟା ହୋଇଥିବା)
ରସୁଣ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ଲଙ୍କା ଗୁଣ୍ଡ – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ଗୋଲମରିଚ ଗୁଣ୍ଡ – ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ଗ୍ୟାସରେ ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ପିଆଜ, ରସୁଣ, ସିମଲା ଲଙ୍କା, ପକାଇ ଭାଜି ଦିଅନ୍ତୁ। ଭାଜିବା ପରେ ଲଙ୍କା ଗୁଣ୍ଡ, ଜିରା ଗୁଣ୍ଡ ପକାଇ ଗୋଳାନ୍ତୁ। ଏବେ ଏଥିରେ ବିନସ, ସିଝା ମକା ପକାଇ କିଛି ସମୟ ଭାଜିବା ପରେ ଛଣା ଚିକେନ, ଲୁଣ, ଗୋଲମରିଚ ଗୁଣ୍ଡ ପକାଇ ୩ ରୁ ୪ ମିନିଟ ଗ୍ୟାସରେ ବସାଇ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଛଣା ଚିକେନ ଫ୍ରାଏ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories