www.samajalive.in
Wednesday, December 10, 2025
26.1 C
Bhubaneswar

କୋଭିଡ କଟକଣା ଉଲଙ୍ଘନ : ୨୪ ଘଣ୍ଟାରେ ୨୪ ଲକ୍ଷରୁ ଅଧିକ ଟଙ୍କାର ଜରିମାନା ଆଦାୟ

ଭୁବନେଶ୍ବର : କୋଭିଡ କଟକଣାକୁ କଡାକଡି ଭାବେ ଲାଗୁ କରିବା ​‌ନେଇ ରାଜ୍ୟ ପୁଲିସ ପକ୍ଷରୁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି। ଏଥିରେ କଟକଣା ଉଲଙ୍ଘନ ନେଇ ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଲକ୍ଷରୁ ଅଧିକ ଟଙ୍କାର ଜରିମାନା ଆଦାୟ କରାଯାଇଛି।

ଏହି ସମୟ ମଧ୍ୟରେ କୋଭିଡ କଟକଣା ଉଲଙ୍ଘନ ଅଭିଯୋଗରେ ପୁଲିସ ପକ୍ଷରୁ ୨୭ ଜଣଙ୍କୁ ଗିରଫ କରାଯାଇଛି ଓ ୮୭୦ଟି ଗାଡି ଜବତ କରାଯାଇଛି। କୋଭିଡ କଟକଣା ଉଲଙ୍ଘନ ମାମଲାରେ ଜରିମାନା ବାବଦରେ ମୋଟ ୨୪ ଲକ୍ଷ ୯୧ ହଜାର ୩୦୦ଟଙ୍କା ଆଦାୟ କରାଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories