କଟକ : କଟକସ୍ଥିତ ମୁଖ୍ୟ ବନ ସଂରକ୍ଷକ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିବା ନେଇ ଶୁକ୍ରବାର ଜଣାପଡିଛି। ଦିଲୀପ କୁମାର ଜେନାଙ୍କ ଘର ସମେତ ୪ଟି ସ୍ଥାନରେ ଚଢାଉ କରାଯାଉଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି। ଦିଲୀପ କୁମାରଙ୍କ ଖଣ୍ଡଗିରି ଥାନା ଅନ୍ତର୍ଗତ ଘାଟିକିଆରେ ଥିବା ଫରେଷ୍ଟ ଟ୍ରେନିଙ୍ଗ କଲେଜ ପରିସରସ୍ଥ ଆବାସିକ କ୍ୱାର୍ଟସ, ଜାଗମରାର ଅଞ୍ଚଳରେ ଥିବା କୋଠା, ପୈତୃକ ଘରେ ଚଢାଉ ଜାରି ରହିଛି।
Popular Categories



