www.samajalive.in
Saturday, December 6, 2025
15.1 C
Bhubaneswar

ମୋହନ ଭାଗବତ କରୋନା ସଂକ୍ରମିତ

ନାଗପୁର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତ କରୋନାରେ ସଂକ୍ରମିତ ହୋଇଛନ୍ତି। ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ପରେ ତାଙ୍କଠାରେ କରୋନା ପଜିଟିଭ ଥିବା ଜଣାପଡିଛି। ଏହାପରେ ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଏକ ହସପିଟାଲରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ତାଙ୍କୁ ହସପିଟାଲ ନିଆଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଭଲ ଥିବା ହସପିଟାଲ ସୂତ୍ରରୁ କୁହାଯାଇଛି। ଆରଏସଏସର ଜଣେ କାର୍ଯ୍ୟକର୍ତ୍ତା ମଧ୍ୟ ଏହି ବିଷୟକୁ ସ୍ୱୀକାର କରିଛନ୍ତି। ସେ କହିଛନ୍ତି ଯେ ଭାଗବତଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ହସପିଟାଲରେ ଡାକ୍ତରମାନେ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories