www.samajalive.in
Sunday, December 14, 2025
26.1 C
Bhubaneswar

ମଦ୍ୟପ ସ୍ୱାମୀକୁ ପିଟି ପିଟି ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ

ସୁନ୍ଦରଗଡ : ମଦ୍ୟପ ସ୍ୱାମୀକୁ ପିଟି ପିଟି ସ୍ତ୍ରୀ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା ସୁନ୍ଦରଗଡ ଜିଲା ତଳସରା ଥ।ନା ବାଲିଶଙ୍କରା ଭାଟିପଡାରେ ଘଟିଛି। ମଦ୍ୟପାନ କରି ଗଣ୍ଡଗୋଳ କରୁଥିବା ସ୍ୱାମୀକୁ ସ୍ତ୍ରୀ ଲୁହାରଡରେ ପିଟି ହତ୍ୟା କରିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଉଭୟଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ସ୍ତ୍ରୀକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ବୋଲି ସୂଚନା ମିଳିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories