www.samajalive.in
Monday, December 8, 2025
17.1 C
Bhubaneswar

ଦେଶରେ ହୁ ହୁ ବୃଦ୍ଧି ପଜିଟିଭ ସଂଖ୍ୟା ; ଦିନକରେ ଦେଢ ଲକ୍ଷ ଟପିଲା ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ଓ ମୃତକଙ୍କ ସଂଖ୍ୟା । ଗତକିଛିଦିନ ମଧ୍ୟରେ ୧ ଲକ୍ଷରୁ ଅଧିକ ଦୈନିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ୨୪ ଘଣ୍ଟାରେ ୧ଲକ୍ଷ ୫୨ ହଜାର ୮୭୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୩୩,୫୮,୮୦୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୮୩୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୯,୨୭୫ରେ ପହଞ୍ଚିଛି । ଦିନକରେ ୯୦,୫୮୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୨୦,୮୧,୪୪୩ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧,୦୮,୦୮୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories