www.samajalive.in
Monday, December 8, 2025
27.1 C
Bhubaneswar

ପରିବାରରେ ହସଖୁସି ବଜାଏ ରଖେ ଏହି ଉପାୟ

ଅନେକଙ୍କ ଘରେ କିଛି ନା କିଛି କାରଣରୁ ହେଉ ଅଥବା କଥାକୁ ନେଇ ଅଧିକାଂଶ ସମୟରେ କଳହ ହେଉଥିବା ଦେଖାଯାଏ। ଯାହା ଅନେକ ସମୟରେ ସମସ୍ୟା ସୃଷ୍ଟି କରିଥାଏ। ସଭିଏଁ ଇଚ୍ଛା କରିଥାଆନ୍ତି ତାଙ୍କ ଘରେ ସର୍ବଦା ହସଖୁସିର ବାତାବରଣ ରହୁ। ସଦସ୍ୟଙ୍କ ମଧ୍ୟରେ ମଧୁର ସମ୍ପର୍କ ରହୁ। ଜାଣନ୍ତୁ ୫ଟି ସରଳ ଓ ସହଜ ଉପାୟ ଯାହା ପରିବାର ସଦସ୍ୟଙ୍କ ମଧ୍ୟରେ ଶାନ୍ତି ଓ ଭଲପାଇବା ବୃଦ୍ଧି କରିଥାଏ।
୧- ଘରର ବାତାବରଣକୁ ଶନ୍ତିମୟ କରିବା ପାଇଁ ୧ କପ ଖିରରେ କିଛି ମିଠା ମିଶାଇ ବରଗଛ ମୂଳରେ ପ୍ରତିଦିନ ଅର୍ପଣ କରନ୍ତୁ। ସେହି ସ୍ଥାନର କିଛି ମାଟି ନେଇ ମଥାରେ ଲଗାନ୍ତୁ। ଏହାକୁ ସୋମବାର ରୁ ଶୁକ୍ରବାର ନିୟମିତ ୪୩ ଦିନ ଯାଏଁ କରନ୍ତୁ। ଏହା ଖୁବ ଶୁଭଫଳ ପ୍ରଦାନ କରିଥାଏ।
୨- ସୂର୍ଯ୍ୟାସ୍ତ ପରେ ମଙ୍ଗଳବାର ଦିନ ଅସହାୟଙ୍କୁ ସୁଜି ହାଲୱା ଖାଇବାକୁ ଦିଅନ୍ତୁ।
୩- ଶୁଭ ମୂହୁର୍ତ୍ତରେ ଶ୍ରୀଯନ୍ତ୍ରକୁ ଘରକୁ ଆଣି ରଖନ୍ତୁ। ଏହାକୁ ପ୍ରତିଦିନ ଦର୍ଶନ କରନ୍ତୁ।
୪- ଗୁରୁବାର ଓ ରବିବାର ଦିନ ଗୁଡ଼ ଓ ଘିଅ ମିଶାଇ ଅଗ୍ନିରେ ସମର୍ପଣ କରନ୍ତୁ। ଏହାଦ୍ୱାରା ଘରେ କଳହ ଦୂର ହୋଇଥାଏ।
୫- ପ୍ରଭୁ ଶିବଶଙ୍କର ପୂଜା ନିୟମିତ କରନ୍ତୁ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories